ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଗଣଶିକ୍ଷା ବିଭାଗର ଚିଠି।ସରକାରୀ ଓ ବେସରକାରୀ ସ୍କୁଲକୁ ତୁରନ୍ତ ନିର୍ଦ୍ଦେଶ ଜାରି କରିବାକୁ ନିର୍ଦ୍ଦେଶ।ଜନଗଣନା ଦାୟିତ୍ୱରେ ନିଯୁକ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ରିଲିଭ୍ କରିବା ବାଧ୍ୟତାମୂଳକ। ଅଯଥାରେ ଜନଗଣନା କାମରୁ ଶିକ୍ଷକଙ୍କୁ ବଞ୍ଚିତ କରାଯିବ ନାହିଁ।ନିର୍ଦ୍ଦେଶ ଅମାନ୍ୟ କିମ୍ବା ଅବହେଳା କରିଲେ ବିଭାଗ ପକ୍ଷରୁ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ଚେତାବନୀ।
